01-May-2025 ପାଞ୍ଚ ପାଠ ଖବର

👉ପ୍ରକାଶ ପାଇଲା ICSE ଦଶମ ଓ ISC ଦ୍ଵାଦଶ ରେଜଲ୍ଟ
👉ଦଶମରେ ପାସ୍ ହାର ରହିଛି ୯୯.୦୯ ପ୍ରତିଶତ
👉ଦ୍ଵାଦଶରେ ପାସ୍ ହାର ରହିଛି ୯୯.୦୨ ପ୍ରତିଶତ
👉ଦଶମରେ ଝିଅଙ୍କ ପାସ୍ ହାର ରହିଛି ୯୯.୩୭ ପ୍ରତିଶତ ଓ ପୁଅଙ୍କ ପାସ୍ ହାର ରହିଛି ୯୮.୮୪ ପ୍ରତିଶତ

👉ମେ’ ୧୪ରେ OPSC ପରିଚାଳିତ OCS ଆନ୍ଥ୍ରୋପୋଲୋଜି ପରୀକ୍ଷା, ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ

Leave a comment