👉ମେ’ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ
👉ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହେବ
👉ଆସନ୍ତା ମାର୍ଚ୍ଚ ୮ ଓ ୯ ତାରିଖ ୨୦୨୫ ମସିହାରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ 'ବି'ର ଲିଖତ ପରୀକ୍ଷା ସ୍ଥଗିତ
👉ବଦଳିବ ସରକାରୀ ସ୍କୁଲ କୋଠାର ରଙ୍ଗ
👉ଗେରୁଆ ରଙ୍ଗ ହେବ ସମସ୍ତ ସରକାରୀ ସ୍କୁଲ

Comments (4)
Please
Please
Please