09-Apr-2025 ପାଞ୍ଚ ପାଠ ଖବର

👉ଆଉ ଦୁଇ ଦିନ ମଧ୍ୟରେ ମାଟ୍ରିକ ଖାତା ଦେଖା ସରିବ
👉ମେ’ ଦ୍ବିତୀୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
👉ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କିଛି ଅସୁବିଧା ହେବନାହିଁ
👉ଗ୍ରେସ୍ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତ ନେବ ବୋଲି ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି
👉ବୋର୍ଡ ସଭାପତି କହିଛନ୍ତି AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି

Leave a comment