18-Feb-2025 ପାଞ୍ଚ ପାଠ ଖବର

👉ଆଜିଠୁ ଆରମ୍ଭ ଯୁକ୍ତ ୨ ପରୀକ୍ଷା, ମୋଟ ୧୨୭ ୬ କେନ୍ଦ୍ରରେ ପରୀକ୍ଷା ଦେବେ ୩ ଲକ୍ଷ ୯୩ ହଜାର ୬୧୮ ପରୀକ୍ଷାର୍ଥୀ
👉ପ୍ରଥମ ଦିନ ବିଜ୍ଞାନ ଛାତ୍ରଛାତ୍ରୀ ମାତୃଭାଷା ଓଡ଼ିଆ ବିଷୟରେ ପରୀକ୍ଷା ଦେବେ
👉ଦିନ ୧୦ଟାରୁ ଅପରାହ୍ନ ୧ଟା ଯାଏଁ ପରୀକ୍ଷା ଚାଲିବ
👉୧୯ ତାରିଖରୁ କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହେବ
👉କଳାରେ ୨ ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୭୨୧ ଛାତ୍ରଛାତ୍ରୀ ପରୀକ୍ଷା ଦେବେ

Leave a comment