👉ଫେବୃଆରୀ ୨୧ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା
👉ମାର୍ଚ୍ଚ ୬ ଯାଏଁ ଚାଲିବ ମାଟ୍ରିକ ପରୀକ୍ଷା
👉ସକାଳ ୯ଟାରୁ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା
👉ଗଣିତ ପରୀକ୍ଷା ପାଇଁ ଅଧୁକ ୧୫ ମିନିଟ ଦିଆଯିବ
👉୨୧ରେ ମାତୃଭାଷା, ୨୪ରେ ଇଂରାଜୀ, ୨୫ରେ ତୃତୀୟ ଭାଷା ପ୍ରାକ୍ଟିକାଲ, ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଏବଂ ମାର୍ଚ୍ଚ ୬ରେ ତୃତୀୟ ଭାଷା ହିନ୍ଦୀ/ସଂସ୍କୃତ ପରୀକ୍ଷା ଅନୁଷ୍ଠିତ ହେବ
