21-Feb-2025 ପାଞ୍ଚ ପାଠ ଖବର

👉ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା
👉ଆଜି ଓଡିଆ ମାତୃଭାଷା ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ
👉କପି ରୋକିବାକୁ ୪ ସ୍ତରୀୟ ସ୍କାଡ୍ ବ୍ୟବସ୍ଥା କରାଯାଇଛି
👉ସବୁ ପରୀକ୍ଷା କେନ୍ଦ୍ରରେ ଲାଗିଛି ସିସିଟିଭି
👉ଏଥର ରାଜ୍ୟରେ ମୋଟ ୫ ଲକ୍ଷ ୨୨ ହଜାର ୩୩୬ ପରୀକ୍ଷାର୍ଥୀ ରହିଛନ୍ତି

Leave a comment