👉ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
👉ଏକସଙ୍ଗେ ଯୁକ୍ତ ଦୁଇ ର କଳା, ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ
👉ଚଳିତବର୍ଷ ରାଜ୍ୟରେ ୩ ଲକ୍ଷ ୬୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି
👉ଛାତ୍ରଛାତ୍ରୀମାନେ results.odisha.gov.in ଏବଂ results.digilocker.gov.inରେ ପରୀକ୍ଷା ଫଳ ଦେଖପାରିବେ
👉ଜୁନ ୧ ପର୍ଯ୍ୟନ୍ତ ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧୂ ବୃଦ୍ଧି କଲେ ରାଜ୍ୟ ସରକାର
