25-Feb-2025 ପାଞ୍ଚ ପାଠ ଖବର

👉ଆସନ୍ତା ମେ’ ୪ ତାରିଖରେ ହେବ ନିଟ୍-ୟୁଜି ପ୍ରବେଶିକା ପରୀକ୍ଷା
👉ଅପରାହ୍ନ ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ
👉ମାର୍ଚ୍ଚ ୭ ତାରିଖ ପର୍ଯ୍ୟନ୍ତ ପଞ୍ଜୀକରଣ କରିପାରିବେ ଛାତ୍ରଛାତ୍ରୀ
👉ପେମେଣ୍ଟ ଦାଖଲ ଶେଷ ତାରିଖ ମାର୍ଜ ୭ ରହିଛି 

👉ଛାତ୍ରଛାତ୍ରୀମାନେ ଅଫିସିଆଲ ୱେବସାଇଟ୍ neet.nta.nic.in କୁ ଯାଇ ଅନଲାଇନରେ ନାମ ପଞ୍ଜୀକରଣ କରିପାରିବେ

Leave a comment