By Bhabani Mohanty
Nov 4, 2026
ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ 5 ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ମହକ-2026’ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ଏହି ମହୋତ୍ସବରେ ରାଜ୍ୟର ସମସ୍ତ 30ଟି ଜିଲ୍ଲାର ଅନେକ ପ୍ରତିଭାବାନ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା...
Read more