Product added to cart
ଜାତୀୟ ସଙ୍ଗୀତ 'ବନ୍ଦେ ମାତରମ୍'ର 150ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଦେଶ ତଥା ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ଏକ ଭବ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଜି ପୂର୍ବାହ୍ନ 11:00 ଟାରେ ଓଡ଼ିଶା ସମେତ ସମଗ୍ର ଭାରତର ପ୍ରାୟ 25,000ରୁ ଅଧିକ...
ବିଦ୍ୟାଳୟଗୁଡ଼ିକର ସାମଗ୍ରିକ ବିକାଶ ଏବଂ ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ କରାଯାଇଛି। ପୂର୍ବରୁ ଥିବା ମୋ ସ୍କୁଲ ଅଭିଯାନର ନୂତନ ନାମକରଣ କରାଯାଇ 'ପଞ୍ଚସଖା ଶିକ୍ଷା ସେତୁ' ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି କାର୍ଯ୍ୟକ୍ରମର...