Product added to cart
ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ତଥା ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ସମଗ୍ର...